ଛତ୍ରପୁର,ପୁରୁଷୋତ୍ତମପୁର ଉପଖଣ୍ଡର ଅପରାଧ ସମୀକ୍ଷା

ଛତ୍ରପୁର,୧୧ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ପୁରୁଷୋତ୍ତମପୁର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନା ଅଞ୍ଚଳର ଅପରାଧ ସମୀକ୍ଷା ବୈଠକ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରି ଥାନାୱାରି ଅପରାଧ ସମୀକ୍ଷା କରିଥିଲେ। ପଡ଼ିଥିବା ରହିଥିବା ମାମଲାଗୁଡିକର ଫଇସଲା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗକୁ କୁମାରପୂର୍ଣ୍ଣମୀ ଥିବାରୁ ଜୁଆଖେଳ ଉପରେ ଚଢାଉ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏଥିସହ ଆମ ପୋଲିସ, ମୋ ସରକାର, ମହିଳା ଓ ଶିଶୁ ଡେସ୍କକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଅତିରିକ୍ତ ଏସ୍‌ପି ପତିତପାବନ ଚୌଧୁରୀ, ଡିଆଇବି ଡିଏସ୍‌ପି ପି. କେ. ଦଳାଇ, ଡିଏସପି (ହେଡକ୍ୱାର୍ଟର) ଅଜୟ କୁମାର ମିଶ୍ର, ଛତ୍ରପୁର ଏସଡିପିଓ ଉକତ୍ଳ କେଶରୀ ଦାଶ, ପୁରୁଷୋତ୍ତମପୁର ଏସଡିପିଓ ନିମାଁଇ ଚରଣ ସେଠୀଙ୍କ ସମେତ ସମସ୍ତ ଥାନା ଆଇଆଇସିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?