ଛତ୍ରପୁରରେ ଖୋଲିଲା ୨୩ ଆଇସୋଲେଶନ ସେଣ୍ଟର

ଛତ୍ରପୁର,୨୯।୩(ଡି.ଏନ୍‌.ଏ.): କରୋନା ଭୟାବହତା ପରିପ୍ରେକ୍ଷୀରେ ଏହାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଆଗୁଆ ପଦକ୍ଷେପ ନେଇଛି। ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ୨୩ଟି ଆଇସୋଲେଶନ ସେଣ୍ଟର ଖୋଲିଛି। ଛତ୍ରପୁର ଉପଖଣ୍ଡ ହସ୍ପିଟାଲ, ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ସୁନ୍ଦରପୁର, ନରେନ୍ଦ୍ରପୁର ଓ ନୋଳିଆନୂଆଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୧୮ଟି ପଞ୍ଚାୟତର ବିଭିନ୍ନ ସ୍କୁଲ କୋଠାରେ ଏହି ସେଣ୍ଟର ପ୍ରସ୍ତୁତ ହୋଇଛି। ଉକ୍ତ ସେଣ୍ଟରରେ ବେଡ୍‌, ଆଲୋକ, ଫ୍ୟାନ, ପାନୀୟଜଳ, ପାଇଖାନାର ବ୍ୟବସ୍ଥା ରହିଛି। ଆବଶ୍ୟକ ପଡ଼ିଲେ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରନ୍ତା ଲୋକଙ୍କୁ ଉକ୍ତ ଆଇସୋଲେଶନ ସେଣ୍ଟରରେ ରଖାଯାଇ ଚିକିତ୍ସାର ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଛି। ପଞ୍ଚାୟତ ନିର୍ବାହୀ ଅଧିକାରୀ, ଅଙ୍ଗନବାଡ଼ି କର୍ମୀ, ସ୍ବାସ୍ଥ୍ୟକର୍ମୀମାନେ ଏହାର ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri