ଛାତ୍ର ର଼୍ୟାଗିଂ ଘଟଣା: ସିଡବ୍ଲୁସିଙ୍କୁ ଭେଟିଲେ ପରିବାରବର୍ଗ; ଅଧ୍ୟକ୍ଷଙ୍କୁ ଗିରଫ ନ କଲେ ରାସ୍ତାରୋକୋ ଚେତାବନୀ

ସମ୍ବଲପୁର,୧୮।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟରନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଥିଲ। ଥାନାରେ ଏକ ମାମଲା ରୁଜୁକରି ଅତିରିକ୍ତ ଏସ୍‌ପି ପି.କେ. ମହାପାତ୍ର ତଦନ୍ତ ଜାରି ରଖିଥିବା ବେଳେ ଏ ନେଇ ବୁଧବାର ପରିବାର ଲୋକେ ଏବଂ ଛାତ୍ର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି । ସିଡବ୍ଲୁସି ଭାରପ୍ରାପ୍ତ ଅଧ୍ୟକ୍ଷ ସୁଚିସ୍ମିତା ପଟ୍ଟନାୟକଙ୍କୁ ଭେଟି ଅଭିଯୋଗ କରିଛନ୍ତି । କଲେଜ ଅଧ୍ୟକ୍ଷ ଆନନ୍ଦ ଅଗ୍ରୱାଲ, ୱାର୍ଡେନ୍‌, ପ୍ରିନ୍ସିପାଲ ଓ ଛାତ୍ରମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୨୦ ଘଣ୍ଟା ଭିତରେ ସେମାନଙ୍କୁ ଗିରଫ କରା ନ ଗଲେ ରାସ୍ତାରୋକୋ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri