ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା

ନାଉଗାଁ,୨୪ା୮(ସ୍ବ.ପ୍ର.): ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ସରକାର ବନ୍ଦ କରିଛନ୍ତି। ଉକ୍ତ ନିର୍ବାଚନକୁ ନେଇ ମହାବିଦ୍ୟାଳୟରେ ଛାତ୍ରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅଗଣତନ୍ତ୍ରଭାବେ ସରକାର ଛାତ୍ର ସଂସଦ ନିର୍ବଚନ ବନ୍ଦ କରିବା ପ୍ରତିବାଦରେ ବିଭିନ୍ନ ମହାବିଦ୍ୟାଳୟ ତରଫରୁ ଏହାକୁ ବିରୋଧ କରାଯାଇଛି। ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଛାତ୍ରମାନେ ସରକାରଙ୍କ ଉକ୍ତ ନିଷ୍ପତ୍ତିକୁ ବିରୋଧ କରି ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ଧାରଣା ଦେଇଥିଲେ। ଧାରଣାରେ ଛାତ୍ର ସଂସଦ ତରଫରୁ ବିକାଶ କୁମାର ନାୟକ, ସ୍ମୃତି ରଞ୍ଜନ ଜେନା, ବାଦଲ ନାୟକ, ହିରଣ୍ୟ ଜେନା, ଆଶୁତୋଷ ପରିଡା, ନିଗମାନନ୍ଦ ସ୍ବାଇଁ, ସନ୍ଦୀପ ମହାନ୍ତି, ସଂଗ୍ରାମ ଖୁଣ୍ଟିଆ ପ୍ରମୁଖ ଧାରଣାରେ ବସିବା ସହିତ ଏକ ଦାବିପତ୍ର ମହାବିଦ୍ୟାଳୟ ଅଧ୍ୟକ୍ଷ ଜଟାଧାରୀ ମହାନ୍ତିଙ୍କ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ପ୍ରେରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?