ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ

ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌୍‌ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ରବିବାର ରାତିରେ ଖାଇ ଶୋଇଥିବା ବେଳେ ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ପ୍ରବଳ ବାନ୍ତି କରିଥିଲେ। ସେ ତାଙ୍କ ପରିବାର ଲୋକଙ୍କୁ ଜଣାଇବାରୁ ତୁରନ୍ତ ତାଙ୍କୁ ନୀଳଗିରି ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୋମବାର ବରହମ୍‌ପୁର ଥାନା ପୋଲିସ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ଶବ ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ବରହମ୍‌ପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୧୪/୧୯) ରୁଜୁ ହୋଇଛି। ଜିତେନ୍ଦ୍ର ମାଟିଆଳି ହାଇସ୍କୁଲରେ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri