ଛାତ୍ରଙ୍କ ଆଙ୍ଗୁଠିକୁ କାମୁଡ଼ି ରକ୍ତାକ୍ତ କଲେ ଅଧ୍ୟାପକ, ହେପାଜତକୁ ନେଲା ବେଗୁନିଆ ପୋଲିସ

ଖୋର୍ଦ୍ଧା ଅଫିସ,୧୬।୧: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଣ୍ଟାବାଡ଼ ରମାମଣି ମହାବିଦ୍ୟାଳୟରେ ଅଧ୍ୟାପକଙ୍କ କାରନାମା ପଦାରେ ପଡ଼ିଛି। ସେ ଛାତ୍ରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହେଉଥିବାବେଳେ ଗୁରୁବାର ଜଣେ ଛାତ୍ରଙ୍କ ଆଙ୍ଗୁଳିକୁ କାମୁଡ଼ି ରକ୍ତାକ୍ତ କରିଥିବା ଜଣାପଡିଛି। କଲେଜ କର୍ତ୍ତୃପକ୍ଷ ଉକ୍ତ ଅଧ୍ୟାପକଙ୍କୁ ଏକ କ୍ଲାସ ରୁମ୍‌ରେ ତାଲା ପକାଇବା ପରେ ପୋଲିସକୁ ଖବର ଦେଇଥିଲେ। କଲେଜରେ ବେଗୁନିଆ ପୋଲିସ ପହଞ୍ଚି ଉକ୍ତ ଅଧ୍ୟାପକଙ୍କୁ ନିଜ ହେପାଜତକୁ ଆଣିଛି । ଘଟଣା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri