ଜୟପୁର, ୧୭।୯(ଡି.ଏନ.ଏ):କୋରାପୁଟ ଜିଲା ଜୟପୁର ସହରର ଗୋପବନ୍ଧୁ ଶିଶୁ ଭବନଠାରେ ଜଣେ ୧୪ ବର୍ଷିଆ ଅନ୍ତେବାସୀ ଦଶମ ଶ୍ରେଣୀର ଛାତ୍ର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ କେଉଁ କାରଣ ପାଇଁ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି ତାହା ଏବେ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, କୋରାପୁଟ View All
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ
ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...
ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ…
କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...
ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…
ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...
ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...
ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…
ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...
ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ
ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...
ବିପୁଳ ଗଞ୍ଜେଇ ଜବତ, ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...
ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ
ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...
Archives


