ଜୟପୁର, ୧୭।୯(ଡି.ଏନ.ଏ):କୋରାପୁଟ ଜିଲା ଜୟପୁର ସହରର ଗୋପବନ୍ଧୁ ଶିଶୁ ଭବନଠାରେ ଜଣେ ୧୪ ବର୍ଷିଆ ଅନ୍ତେବାସୀ ଦଶମ ଶ୍ରେଣୀର ଛାତ୍ର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ କେଉଁ କାରଣ ପାଇଁ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି ତାହା ଏବେ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, କୋରାପୁଟ View All
ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା
ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…
ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…
ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…
ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ
ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…
ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ
ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…
କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ
ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…
ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…
ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…
ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି
ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…
ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ
ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…
Archives

