Posted inଜାତୀୟ

ଛାତ୍ରଙ୍କ ଦାବି ସମ୍ମୁଖରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୧୩।୧୧ : ଗତ କିଛି ଦିନରୁ ବର୍ଦ୍ଧିତ ହଷ୍ଟେଲ ଫିକୁ ନେଇ ଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଆସୁଛନ୍ତି। ହେଲେ ବୁଧବାର ଏହି ଆନ୍ଦୋଳନର ଅନ୍ତ ହୋଇଛି। ଛାତ୍ରଙ୍କ ଦାବି ଆଗରେ ସରକାର ମୁଣ୍ଡ ନୁଆଁଇଛନ୍ତି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବର୍ଦ୍ଧିତ ହଷ୍ଟେଲ ଫି ନିଷ୍ପତିକୁ ପ୍ରତ୍ୟାହାର କରିନେଇଥିବା ଜଣାପଡ଼ିଛି। ବୁଧବାର ବସିଥିବା ଜେଏନୟୁର ଏକ୍ସକ୍ୟୁଟିଭ କମିଟିର ବୈଠକରେ ହଷ୍ଟେଲ ଫି ବୃଦ୍ଧି ନିଷ୍ପତି ଉପରେ ଆଲୋଚନା ହୋଇଥିଲା। ଏହାପରେ ବର୍ଦ୍ଧିତ ହଷ୍ଟେଲ ଫି ନିଷ୍ପତିକୁ ପରିବର୍ତ୍ତନ କରାଯାଇଛି ବୋଲି ଶିକ୍ଷା ସଚିବ ଆର୍‌ ସୁବ୍ରମଣ୍ୟମ ଟୁଇଟ କରି ଜଣାଇଛନ୍ତି। ଏଥିସହ ସେ ଛାତ୍ରଙ୍କୁ ଆନ୍ଦୋଳନ ବନ୍ଦ କରି କ୍ଲାସ କରିବା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଜୁନ ୯ରେ ପିଏମ ମୋଦିଙ୍କ ନାମରେ ହୋଇପାରେ ନୂଆ କୀର୍ତ୍ତିମାନ, ଭାଙ୍ଗିବେ ନେହେରୁଙ୍କ ରେକର୍ଡ!

ନୂଆଦିଲ୍ଲୀ,୧।୬: ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଜୁନ ୫ ରୁ ଜୁନ ୨୧ ପର୍ଯ୍ୟନ୍ତ ସାରା ଦେଶରେ ସ୍ବତନ୍ତ୍ର କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ବିଶ୍ୱ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri