ବାଲେଶ୍ୱର ଅଫିସ, ୩ା୧-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେହୁର୍ଦ୍ଦା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ଜଣେ ଯୁକ୍ତ ଦୁଇ ଶ୍ରେଣୀ ଛାତ୍ରୀଙ୍କ ବେକ ଓ ତାଙ୍କ ଡାହାଣ ହାତ ପାପୁଲିକୁ ତାଙ୍କ ଟ୍ୟୁଶନ ଶିକ୍ଷକ ଏକ ଧାରୁଆ ଅସ୍ତ୍ରରେ କାଟି ଦେଇ ଫେରାର ହୋଇଯାଇଛନ୍ତି। ଛାତ୍ରୀଙ୍କ ବେକରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ତାଙ୍କୁ ପ୍ରଥମେ ପରିବାର ଲୋକେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଲାଗି ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଭୋଗରାଇ ଥାନାରେ ଏକ ମାମଲା (ନଂ.୨/୨୦) ରୁଜୁ ହୋଇଛି। ଘଟଣାସ୍ଥଳରେ ଟ୍ୟୁଶନ ଶିକ୍ଷକ ଛାଡି ଯାଇଥିବା ବାଇକ୍କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ଛାତ୍ରୀଙ୍କୁ ଆକ୍ରମଣର କାରଣ ଜଣାପଡିନାହିଁ।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

