ଚମ୍ପୁଆ, ୨।୫(ଡି.ଏନ.ଏ.) -କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ତଥା ଛାତ୍ରୀଛାତ୍ରଙ୍କୁ ସହଯୋଗ ପାଇଁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ମାସ୍କ, ପେନ, ଖାତା ଓ ସାବୁନ ଆଦି ବଣ୍ଟନ କରାଯାଇଛି। ଚମ୍ପୁଆ ବ୍ଲକ ସରେଇ ପଞ୍ଚାୟତରେ ଶନିବାର ଚମ୍ପୁଆ ଏବିଭିପି ପକ୍ଷରୁ ଜିଲା ସଂଯୋଜକ ଦିବ୍ୟଜ୍ୟୋତି ନନ୍ଦ, ଚମ୍ପୁଆ ନଗର ଯୁଗ୍ମ ସଂପାଦକ ମାନସ କୁମାର ଗିରୀ, ସତ୍ୟଜିତ ସେଠି, ସମିର କୁମାର ସେଠି ପ୍ରମୁଖ ଉପସ୍ଥିତ ରହି ଛାତ୍ରୀଛାତ୍ରମାନଙ୍କୁ ଏହା ପ୍ରଦାନ କରିଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କଲେଜ ବ୍ୟାଗ୍ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…
ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…
ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା
ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…
୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା
କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…
କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ
ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…
କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲା: ବିଦ୍ୟୁତ୍ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ
କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍…
ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ
ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…
ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…
ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

