ଛାତ୍ରୀନିବାସରୁ ଫ୍ୟାନ୍‌ ଚୋରି, ୬ ଗିରଫ

ପାଟଣା,୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ମୁଖ୍ୟାଳୟ ସ୍ଥିତ କୁନ୍ତଳା କୁମାରୀ ଆଦିବାସୀ ବାଳିକା ହଷ୍ଟେଲରୁ ଜୁନ୍‌ ୨ ତାରିଖ ରାତିରେ ୧୦ଟି ଫ୍ୟାନ୍‌ ଚୋରି ହୋଇଥିବାର ମାଟ୍ରନ ଫୁଲମଣି ମହାନ୍ତ ପାଟଣା ଥାନାରେ ଅଭିଯୋଗ କରିଥିଲେ। କରୋନା ପାଇଁ ଲକ୍‌ଡାଉନ ଥିବାରୁ ଛାତ୍ରୀ ଓ କର୍ମଚାରୀମାନେ ଘରକୁ ଚାଲି ଯାଇଥିବାର ସୁଯୋଗରେ ୧୦ଟି କାନ୍ଥ ଫ୍ୟାନ୍‌କୁ ଦୁର୍ବୃତ୍ତ ଚୋରି କରି ନେଇଥିଲେ। ଅଭିଯୋଗକୁ ଭିତ୍ତିକରି ପାଟଣା ପୋଲିସ ଏ ନେଇ ଏକ ମାମଲା (ନଂ.୮୫/୨୦) ରୁଜୁ କରି ମଙ୍ଗଳବାର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ସାହାରପଡା ପଞ୍ଚାୟତ ଗୋରାଣ୍ଡି ଯୋଡି ଗ୍ରାମର ପିଣ୍ଟୁ ବେହେରା, କୁନା ବେହରା, ଜଗନ୍ନାଥ ବେହେରା, ରାଜା ବେହେରା, ସନ୍ତୋଷ ବେହେରା ଓ ମନୋଜ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri