ଛାତ୍ରୀବାସରେ ଦୀପାବଳି ପାଳନ କରି ମଧ୍ୟାହ୍ନଭୋଜନ ଖାଇଲେ ଜିଲାପାଳ

ମାଲକାନଗିରି,୨୮।୧୦(ଡି.ଏନ୍‌.ଏ.): ଦୀପାବଳିରେ ରାଜ୍ୟର ବିଭିନ୍ନ ଅନାଥାଶ୍ରମ, ଛାତ୍ରାବାସରେ ମନ୍ତ୍ରୀ, ଜିଲାପାଳମାନେ ଦୀପାବଳି ପାଳନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲ ସଦର ମହକୁମା ସପ୍ତଧାରା ଛାତ୍ରୀ ନିବାସରେ ଦୀପାବଳି ପାଳନ କରିଥିଲେ। ଜିଲା ମଙ୍ଗଳ ଅଧିକାରୀ ପ୍ରଦୀପ କୁମାର ପଣ୍ଡା, ସମନ୍ବିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ କ୍ଷୀରାବ୍ଦୀ ବେହେରା, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡଃ ଗୁଣନିଧି ନାୟକ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଜିଲାପାଳ ଛାତ୍ରୀମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସେମାନଙ୍କ ସହିତ ମଧ୍ୟାହ୍ନଭୋଜନ ଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri