ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ: ଅଫିସରେ ତାଲା ଦେଖି ରାସ୍ତା ଅବରୋଧ କଲେ ଲୋକେ

କେନ୍ଦୁଝର,୨୩।୧(ସ୍ବ.ପ୍ର.): ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ ପାଇଁ ଡକାଯାଇ ଥିବାରୁ ଗୁରୁବାର ସ୍ଥାନୀୟ ଆର୍‌ଟିଓ ଅଫିସରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଟେଷ୍ଟ ପାଇଁ ଆସିଥିବା ଶତାଧିକ ଲୋକ ଆର୍‌ଟିଓ ଅଫିସରେ ତାଲା ପଡ଼ିଥିବା ଦେଖି ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଅଫିସ ସମ୍ମୁଖରେ ସହରର ମୁଖ୍ୟ ରାସ୍ତାରେ ବସି ଅବରୋଧ କରିଥିଲେ। ଫଳରେ ସହରରେ ଯାତାୟାତ ଠପ୍‌ ହୋଇଯାଇଥିଲା।
ସୂଚନାଯୋଗ୍ୟ, ନେତାଜୀ ଜୟନ୍ତୀ ଉପଲକ୍ଷେ ଗୁରୁବାର ଛୁଟି ଥିବାରୁ ଆର୍‌ଟିଓ ଅଫିସ ବନ୍ଦ ରହିଛି। ତେବେ ଆଜି ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ପାଇଁ ବହୁ ଲୋକଙ୍କୁ ଚିଠି କରାଯାଇଥିଲେ ହେଁ ଅଫିସ ବନ୍ଦ ଯୋଗୁ ନିରାଶ ହୋଇଥିଲେ। ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ ପାଇଁ କାହିଁକି ଡକା ଯାଇଥିଲା ତାହାକୁ ନେଇ ଆସିଥିବା ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏନେଇ ଆର୍‌ଟିଓ ନିର୍ମଳ ମହାନ୍ତି କହିଛନ୍ତି, ଚଳିତବର୍ଷ କ୍ୟାଲେଣ୍ଡରରେ ଏହି ଦିନର ଛୁଟି ପରେ ଘୋଷଣା ହୋଇଥିଲା। ଏଣୁ ପୂର୍ବରୁ ଡ୍ରାଇଭିଂ ଟେଷ୍ଟ ପାଇଁ ଗୁରୁବାର କେତେକଙ୍କୁ ତାରିଖ ନିର୍ଦ୍ଧାରଣ କରି ଚିଠି ଦିଆଯାଇଥିଲା। ସେମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ତେବେ ଆଜି କିଛି ଲୋକଙ୍କ ଟେଷ୍ଟ ପାଇଁ ପଦକ୍ଷେପ ନେଉଛୁ। ଅନ୍ୟମାନେ ଶୁକ୍ରବାର ଆସିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri