ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି। ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ବର୍ତ୍ତମାନ ଭାରତର ବିଭିନ୍ନ ସ୍ଥାନରେ କରୋନା ଭାଇରସ୍‌ ବ୍ୟାପୁଥିବା, ରୌଦ୍ରତାପ ଏବଂ ମାର୍ଚ୍ଚ ମାସର ଟାର୍ଗେଟ ନେଇ ଉଭୟ କାର୍ଯ୍ୟ ଓ ଅନୁଦାନ ଖର୍ଚ୍ଚ ପରିପ୍ରେକ୍ଷୀରେ ଏହି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri