ଛେଣ୍ଡିପଦାରେ କାଳବୈଶାଖୀଭାଙ୍ଗିଲା ତୋରଣ, ବ୍ୟାପକ ଗଛ ନଷ୍ଟ

ଛେଣ୍ଡିପଦା,୨୭।୫(ସ୍ବ.ପ୍ର): ଛେଣ୍ଡିପଦା ବ୍ଲକ ସଦରମହକୁମାରେ କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ କେହି ଆହତ ହୋଇ ନ ଥିବାବେଳେ ପ୍ରବଳ ପବନ ପ୍ରଭାବରେ ଛେଣ୍ଡିପଦା ଚନ୍ଦନଯାତ୍ରା ନିମନ୍ତେ ନିର୍ମିତ ସୁଉଚ୍ଚ ତୋରଣଟି ଭାଙ୍ଗିଯାଇଥିଲା। ସେହିପରି କାଳବୈଶାଖୀ ପ୍ରଭାବରେ ଛେଣ୍ଡିପଦା, ପୋଡାପଡା, ବାଗଡିଆ, ଖମାର, ପିପଳବାହାଳ, ପାତ୍ରପଡ଼ା, ଟାଙ୍ଗିର, ପାଟକମୁଣ୍ଡା, ଖମାର ଆଦି ଗ୍ରାମ ଗୁଡିକରେ ବର୍ଷା ପବନ ସାଙ୍ଗକୁ ଘଡ଼ଘଡ଼ି ମାରିଥିଲା। ସେହିପରି ଛେଣ୍ଡିପଦା ବ୍ଲକର ଜରପଡା ଅଞ୍ଚଳରେ ଅପରାହ୍ନରେ ପ୍ରାୟ ୧ ଘଣ୍ଟାଧରି ଝଡତୋଫାନ ସହିତ କୁଆ ପଥର ବର୍ଷା ହୋଇଥିଲା। ଫଳରେ ଜରପଡା, କୁମୁରସିଂ, ଜେରେଙ୍ଗ କତଡା ଆଦି ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତାରେ ପଡିଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri