ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଜଳେଶ୍ୱର ଷ୍ଟେଶନରେ ସମ୍ବର୍ଦ୍ଧନା

ଭୋଗରାଇ,୨୦।୧୦(ଡି.ଏନ୍‌.ଏ.): ପୁରୀ ଗୋବର୍ଦ୍ଧନ ପୀଠର ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ନନ୍ଦନକାନନ ଏକ୍ସପ୍ରେସ୍‌ରେ ରବିବାର ଜଳେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି l ଗୁରୁଜୀ ଆଜି ଅପରାହ୍ନ ୪ଟାରେ ଭୋଗରାଇ ଥାନାଛକ ହେଲିପ୍ୟାଡ୍‌ ପଡ଼ିଆରେ ସନାତନ ଧର୍ମର ସୁରକ୍ଷା ପାଇଁ ଶ୍ରଦ୍ଧାଳୁଙ୍କୁ ଦିବ୍ୟ ସନ୍ଦେଶ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri