ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର ୯ଟି ଜିଲାର ୧୭୩୪ ଜଣ ପ୍ରବାସୀ ଆସିଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୧୭୧୨ ପ୍ରବାସୀ ରହିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଗତ ୩ ରୁ ୧୭ ତାରିଖ ମଧ୍ୟରେ ଜଗନ୍ନାଥପୁର ଷ୍ଟେଶନକୁ ୪୧ଟି ଟ୍ରେନ ଯୋଗେ ୪୯ ହଜାର ୨୬ ଜଣ ପ୍ରବାସୀ ଓଡ଼ିଶା ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri