ଜଙ୍ଗଲରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପାଟଣା ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମ ନିକଟ ଏକ ଜଙ୍ଗଲରୁ ଶନିବାର ସକାଳେ ଜଣେ ବୃଦ୍ଧଙ୍କର ଝୁଲନ୍ତା ମୃତଦେହ ଠାବ ହୋଇଛି। ସେ ହେଲେ ଉକ୍ତ ଗ୍ରାମର କୃଷ୍ଣଚନ୍ଦ୍ର ମାହାକୁଡ଼(୮୦)।
ପ୍ରକାଶ ଯେ, ଶନିବାର ସକାଳେ ଗାଁଲୋକେ ଜଙ୍ଗଲକୁ ଯାଇଥିବା ବେଳେ କୃଷ୍ଣଚନ୍ଦ୍ରଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ସେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ବିଜେପିର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri