ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଚିତ୍ରଡା,୩୧।୫(ଡି.ଏନ.ଏ.)-ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧିନରେ ଥିବା ଚିତ୍ରଡା ଜଙ୍ଗଲରୁ ଶନିବାର ସାରେ ଏକ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି।
ଘଟଣାରୁ ଜଣାପଡ଼ିଛି, ମୁଲୁକଚାନ୍ଦ ମହନ୍ତ ଜଣେ ବୃଦ୍ଧ ଉକ୍ତ ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ସେ ଏକ ଶିଶୁପୁତ୍ରର କାନ୍ଦ ଶୁଣିବାକୁ ପାଇଥିଲେ। ପରେ ଶିଶୁପୁତ୍ର ପଡ଼ିଥିବା ଦେଖି ତାକୁ ଉଦ୍ଧାର କରି ଘରକୁ ଆଣିଥିଲେ। ଖବରପାଇ ଚିତ୍ରଡା ଫାଣ୍ଡି ଅଧିକାରୀ ରବିବାର ମୁଲୁକଙ୍କ ଘରେ ପହଞ୍ଚି ଶିଶୁଟିକୁ ନେଇ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?