ଭଞ୍ଜନଗର,୨୨।୫(ଡି.ଏନ୍.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।
ଭଞ୍ଜନଗର,୨୨।୫(ଡି.ଏନ୍.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
