ଜଙ୍ଗଲରୁ ୬ ଜୁଆଡି ଗିରଫ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍‌ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri