ଜନ ଆନ୍ଦୋଳନ ସଫଳ: କାର୍ଯ୍ୟକ୍ଷମ ହେଲା ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା

ବରଗଡ଼ ଅଫିସ,୩।୨: ବରଗଡ଼ ସହରବାସୀଙ୍କ ଜନ ଆନ୍ଦୋଳନ ସଫଳ ହୋଇଛି। ସହରବାସୀଙ୍କ ଆନ୍ଦୋଳନ ପରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେରଙ୍କ ସମେତ ଅନ୍ୟ ଡାକ୍ତର, ସ୍ବାସ୍ଥ୍ୟକର୍ମୀମାନେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ବିଧାୟକ ଦେବେଶ ଆଚାର୍ଯ୍ୟ , ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହୋଇଛି। ସେଠାରେ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମେହେର ଘୋଷଣା କରିଛନ୍ତି। ଏହା ସହିତ ଆସନ୍ତା ବର୍ଷ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଚିକିତ୍ସା ସେବା ସହିତ ଏକ ମେଡିକାଲ କଲେଜ ସ୍ଥାପନ ପାଇଁ ପ୍ରସ୍ତାବ ମଧ୍ୟ ନିଆଯାଇଥିବା ନେଇ ସୂଚନା ଦିଆଯିବା ପରେ ସହରବାସୀ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri