ଜନତା କର୍ଫ୍ୟୁକୁ ସମ୍ମାନ ଦେଲେ ବାଲେଶ୍ୱର ସହରବାସୀ

ବାଲେଶ୍ୱର ଅଫିସ,୨୨।୩: କରୋନା ଭୂତାଣୁ୍ର ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ରବିବାର ପାଳିତ ହେଉଥିବା ଜନତା କର୍ଫ୍ୟୁକୁ ସହରବାସୀଙ୍କ ସମର୍ଥନ କରିଛନ୍ତି। ଅଞ୍ଚଳରେ ସମସ୍ତ ଦୋକାନ ବଜାରଠାରୁ ଆରମ୍ଭ କରି ଗମନାଗମନ ଠପ୍‌ ହୋଇଯାଇଛି। ଲୋକମାନେ ଘର ବାହାରକୁ ବାହାରୁ ନ ଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri