ଜନନୀ ଏକ୍ସପ୍ରେସ ଦୃର୍ଘଟଣାଗ୍ରସ୍ଥ, ପ୍ରସୂତିଙ୍କ ସହ ୨ ଗୁରୁତର

ଚଣ୍ଡିଖୋଲ,୧୧-୯(ଡି.ଏନ୍‌.ଏ.)- ବାଲେଶ୍ୱରରୁ ଜଣେ ପ୍ରସୂତିଙ୍କୁ ଧରି ଏକ ଜନନୀ ଏକ୍ସପ୍ରେସ ଗାଡ଼ି କଟକ ବଡ଼ ମେଡ଼ିକାଲ ଯାଉଥିବା ସମୟରେ ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବନ୍ଦାଳୋ ଛକ ନିକଟରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଫଳରେ ଏଥିରେ ଯାଉଥିବା ପ୍ରସୂତିଙ୍କ ସହ ଡ୍ରାଇଭର ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଖବରରୁ ପ୍ରକାଶ, ସୋମବାର ରାତି ୨ଟା ସମୟରେ ଇଣ୍ଡିୟାନ ଅଏଲ ପାଖରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରଲରକୁ ପଛପଟୁ ୧୦୮ ଜନନୀ ଏକ୍ସପ୍ରେସ ଗାଡ଼ିଟି ପିଟିଦେବାରୁ ଦୁର୍ଘଟଣାଗ୍ରସ୍ଥ ହୋଇଥିଲା। ଆହତମାନଙ୍କୁ ଅନ୍ୟ ଏକ ଗାଡ଼ିରେ କଟକ ବଡ଼ ମେଡ଼ିକାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri