Posted inଜାତୀୟ

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ ହୋଇଛି ଯେ, ଏବେ ଦେଶରେ ଆଉ ଆମେ ୫ ଆମର ୨୫ ନୀତି ଚଳିବନି। ଦେଶରେ ଆର୍ଥିକ, ରାଜନୈତିକ ତଥା ଧାର୍ମିକ ଅସମାନତା ରହିଛି। ଏହାଯୋଗୁ କେତେକ ଲୋକେ ପରିବାରକୁ ସୀମିତ ନ ରଖିବା ପରିବର୍ତ୍ତେ ଏହାର ବୃଦ୍ଧି କରୁଛନ୍ତି। ତେବେ ଏହା ଦେଶ ପାଇଁ କ୍ଷତିକାରକ। ଏହାଯୋଗୁ ଦେଶର ବିକାଶରେ ବାଧା ସୃଷ୍ଟି ହେଉଥିବା ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri