ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ: ବାସିଖାଦ୍ୟ ଜବତ

ଅନୁଗୋଳ ଅଫିସ୍‌,୮।୧୦: ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଥିବା ଜଳଖିଆ ଦୋକାନ ଏବଂ ହୋଟେଲ ଉପରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏହି ସମୟରେ ୧୫ଟି ଦୋକାନରେ ୧୦ କିଲୋଗ୍ରାମ ବାସିଖାଦ୍ୟ ଜବତ କରି ନଷ୍ଟ କରିଥିବା ସୂଚନା ମିଳିଛି। ଖାଦ୍ୟା ମାନ ଯାଞ୍ଚ୍‌ ପାଇଁ ଏହି ଚଢାଉ କରାଯାଇଥିବା ଜଣାପଡିଛି। ସହରର ହେମସୁରପଡା, ଗାନ୍ଧୀମାର୍ଗ ଓ ଦଶହରା ପଡିଆରେ ଡାକ୍ତର ବିନୋଦ କୁମାର ସାହୁ,ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ଏ.କେ.ନନ୍ଦ ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଚଢାଉ: ଧରାପଡ଼ିଲେ ଦୁର୍ଦ୍ଦାନ୍ତ ଗୋ ମାଫିଆ

ରାଉରକେଲା,୨।୨: ରାଉରକେଲା ପୋଲିସ ସୋମବାର ବିଶ୍ରା ଥାନା ଗୁଡଗୁଡ ଜୋର ଅଞ୍ଚଳରେ ଏକ ବଡ଼ ଧରଣର ଚଢାଉ କରିଛି। ପୋଲିସ ଏକ ଗୋମାଫିଆଙ୍କ ଭଡା ଘରେ ଚଢାଉ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିଲାର ଯୁବତୀ-ଯୁବକଙ୍କୁ ୮୦% ନିଯୁକ୍ତି..

ରାୟଗଡ଼ା,୨ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିନିକିଆ ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳା ଉଦଘାଟନ…

ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍‌ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…

ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ…

ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍‌ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ

ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ଉଡ଼ାନ-୨୦୨୬’: କ୍ରୀଡ଼ା ପ୍ରାଙ୍ଗଣରେ ପ୍ରତିଭାର ମହୋତ୍ସବ

ଥୁଆମୂଳ ରାମପୁର, ୨।୨ (ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri