ଜନ୍ମ ତାରିଖରୁ ଜାଣନ୍ତୁ ଶୁଭାଶୁଭ

ଜ୍ୟୋତିଷାଚାର୍ଯ୍ୟ ମନିଷ ଶର୍ମାଙ୍କ ଗଣନାରେ ଜନ୍ମ ତାରିଖ ଅନୁଯାୟୀ ଅଗଷ୍ଟ ୧୨ରୁ ୧୮ ତାରିଖ ମଧ୍ୟରେ ଦିନ କେମିତି କଟିବ ତାହା ଜାଣନ୍ତୁ।

*୧,୧୦,୧୯ ଓ ୨୮ ତାରିଖରେ ଜନ୍ମିତ ବ୍ୟକ୍ତି ପ୍ରଶାସନିକ କାର୍ଯ୍ୟରେ ସଫଳତା ପାଇବେ। ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ।
* ଯଉଁମାନେ୨, ୧୧, ୨୦ ଓ ୨୯ ତାରିଖରେ ଜନ୍ମ ହୋଇଛନ୍ତି ସେମାନଙ୍କର ନୂଆ ଲୋକଙ୍କ ସହିତ ବନ୍ଧୁତ୍ୱ ସ୍ଥାପନ ହେବ। ମାନ ସମ୍ମାନ ବଢିବ। ସୁଖ ଓ ସମୃଦ୍ଧି ଲାଭ କରିବେ।
* ୩, ୧୨, ୨୧ ,୩୦ ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିମାନେ ବିବାଦରୁ ଦୂରେଇ ରହିଲେ ଲାଭ ପାଇବେ। ଘର ଓ ପରିବାରରେ ସୁଖ ଶାନ୍ତି ବିରାଜମାନ କରିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ଅନ୍ୟମାନଙ୍କ କଥାରେ ମୁଣ୍ଡ ନଖେଳାଇବା ଭଲ।
* ଯଉଁ ବ୍ୟକ୍ତିମାନଙ୍କର ଜନ୍ମ ତାରିଖ ୪, ୧୩, ୨୨ ,୩୧ ସେମାନେ ଏହି ସପ୍ତାହରେ ଯାନବାହନ ଚଳାଇବାବେଳେ ସତର୍କତା ଅବଲମ୍ବନ କରିବା ଉଚିତ। କର୍ଯ୍ୟ କ୍ଷେତ୍ରରେ କ୍ଷମତା ହ୍ରାସ ପାଇବ । ଏଣୁ ବୁଝି ବିଚାରି ଧୈର୍ଯ୍ୟର ସହ କାର୍ଯ୍ୟରେ ଆଗକୁ ବଢନ୍ତୁ।
* ୫, ୧୪, ୨୩ ତାରିଖରେ ଜନ୍ମିତ ବ୍ୟକ୍ତମାନେ କଠିନ ପରିସ୍ଥିତିରେ ସହଯୋଗ ପାଇବେ ନାହଁି। ବିଷାଦଗ୍ରସ୍ତ ହେବେ। ନିରାଶ ନ ହୋଇ ଧୈର୍ଯ୍ୟର ସହ କାମ କରନ୍ତୁ। ଭବିଷ୍ୟତରେ ସମୟ ଆପଣଙ୍କ ପକ୍ଷରେ ଯିବ।
* ୬, ୧୫ ଓ ୨୪ ତାରିଖରେ ଜନ୍ମଗ୍ରହଣ କରିଥିବା ବ୍ୟକ୍ତିମାନେ ଦାମ୍ପତ୍ୟରେ ସୁଖ-ଶାନ୍ତି ପାଇବେ। ଜୀବନସାଥୀଙ୍କଠାରୁ ବଡ଼ ସାହାଯ୍ୟ ମିଳିବ। ରିସ୍କ ନିଅନ୍ତୁନାହଁି। ଘର ଓ ପରିବାରରେ ଆପଣଙ୍କ କଥା ସମସ୍ତେ ଶୁଣିବେ।
* ଯଉଁ ବ୍ୟକ୍ତିମାନେ ୭,୧୬ ଓ ୨୫ ତାରିଖରେ ଜନ୍ମ ନେଇଛନ୍ତି ସେମାନେ ଏହିି ସପ୍ତାହରେ କଠିନ ପରିଶ୍ରମ କରିବେ। ଆପଣଙ୍କ ପରାମର୍ଶ କେହି ଗ୍ରହଣ କରିବେନାହିଁ। ଅଧିକ କ୍ରୋଧ କ୍ଷତିର କାରଣ ହୋଇପାରେ। ସ୍ବାସ୍ଥ୍ୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ।
* ୮, ୧୭ ଓ ୨୬ ତାରିଖରେ ଜନ୍ମ ନେଇଥିବା ଲୋକମାନେ ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ପାଇବେ। ଆଶାଠାରୁ ଅଧିକ ସଫଳତା ଯଦି ଚାହୁଛନ୍ତି ତେବେ ଧୈର୍ଯ୍ୟ ଓ ଶାନ୍ତ ମନରେ କାର୍ଯ୍ୟ କରନ୍ତୁ।
* ଯେଉଁ ବ୍ୟକ୍ତିମାନେ ୯, ୧୮ ଓ ୨୭ ତାରିଖରେ ଜନ୍ମ ନେଇଛନ୍ତି ସେମାନେ ଏହି ସପ୍ତାହରେ ବଡ଼ ସଫଳତା ପାଇବେ। ଅନ୍ୟମାନଙ୍କ କଥାରେ ହସ୍ତକ୍ଷେପ କରନ୍ତୁନାହିଁ। ବ୍ୟବସାୟୀମାନଙ୍କ ପାଇଁ ପୂରା ଭଲ ସମୟ। ଧନ ଲାଭ ହେବ। କିଛି ନୂଆ ଦ୍ରବ୍ୟ କ୍ରୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri