ଜବରଦଖଲ ଉଚ୍ଛେଦ

ନୀଳଗିରି,୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ପ୍ରଶାସନ ତରଫରୁ ଜଗନ୍ନାଥ ମନ୍ଦିର ସମ୍ମୁଖ ବଡ଼ଦାଣ୍ଡରେ ଡ୍ରେନେଜ୍‌ ବ୍ୟବସ୍ଥାରେ ସମସ୍ୟା ଦେଖା ଯିବାରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, ଜଗନ୍ନାଥ ମନ୍ଦିର ସମ୍ମୁଖ ଦୁଇ ପାଶର୍‌ବରେ ଦୋକାନ ଗୃହ ଥିବା ବେଳେ କିଛି ଦୋକାନୀ ଡ୍ରେନ୍‌କୁ ଜବରଦଖଲରେ ରଖିଥିଲେ। ଫଳରେ ଡ୍ରେନ୍‌ର ପୁନରୁଦ୍ଧାର ହୋଇ ନ ପାରିବାରୁ ବର୍ଷା ଦିନେ ଜଳ ନିଷ୍କାସନ ନେଇ ସମସ୍ୟା ସୃଷ୍ଟିି ହେଉଥିଲା। ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ ତାଗିଦ କରିବା ସହ ଜାଗା ଖାଲି କରିବା ପାଇଁ ଏନ୍‌ଏସି ପକ୍ଷରୁ ନୋଟିସ କରାଯାଇଥିଲା। କିନ୍ତୁ ଦୋକାନୀମାନେ ନୋଟିସକୁ ବେଖାତିର କରି ଚାଲିଥିଲେ। ଗୁରୁବାର ମାଜିଷ୍ଟ୍ରେଟ ସିଦ୍ଧାର୍ଥ ପରିଡ଼ା, ନୀଳଗିରି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ବଡୁ, ପୋଲିସ, ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଉପସ୍ଥିତିରେ ଜେସିବି ସହାୟତାରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri