ଜମାତ ସହ ସମ୍ପୃକ୍ତ ୪ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ୧୪,୩୭୮ରେ ପହଞ୍ଚତ୍ଥିବାବେଳେ ସେଥିରୁ ୪୨୯୧ମାମଲା ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଗତ ମାସରେ ଅନୁଷ୍ଠିତ ତବଲିଘି ଜମାତ ଧର୍ମସଭା ସହ ସମ୍ପୃକ୍ତ ବୋଲି ସରକାର ଘୋଷଣା କରିଛନ୍ତି। ଅର୍ଥାତ୍‌ ପ୍ରତି ୧୦ ମାମଲାରୁ ୩ଟିର ଜମାତ ସହ ସମ୍ପର୍କ ରହିଛି। ତେବେ ତବଲିଘି ଜମାତ କର୍ମୀମାନେ କେବଳ ଭାରତରେ କରୋନା ଭୂତାଣୁର ବାହକ ସାଜିନାହାନ୍ତି, ସେମାନେ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏସିଆ ଅନେକ ଦେଶରେ ମଧ୍ୟ ସୁପର ସ୍ପ୍ରେଡର ସାଜିଛନ୍ତି। ଅନ୍ୟ ଦେଶରେ ୩୦୦୦ରୁ ଊର୍ଦ୍ଧ୍ୱ ମାମଲାର ଜମାତ ସହ ସମ୍ପୃକ୍ତି ରହିଛି।
ପାକିସ୍ତାନରେ ୭୫୦୦ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ସେଥିରୁ ୫୦୦ରୁ ଊର୍ଦ୍ଧ୍ୱଙ୍କର ଜମାତ କର୍ମୀଙ୍କ ସହ ସମ୍ପର୍କ ରହିଛି। ସେଠାର ରାଇଓ୍ବିଣ୍ଡ ଇଜତେମା ଏବେ କରୋନା ହଟ୍‌ସ୍ପଟରେ ପରିଣତ ହୋଇଛି। ମାର୍ଚ୍ଚରେ ଜମାତ ପକ୍ଷରୁ ସେଠାରେ ଅନୁଷ୍ଠିତ ଉତ୍ସବରେ ପାଖାପାଖି ଲକ୍ଷେ ଲୋକ ଯୋଗଦେଇଥିଲେ। ମାଲେସିଆରେ ୩୫୦୦ କୋଭିଡ୍‌-୧୯ ମାମଲାରୁ ୧୫୪୫ଟିର ଜମାତ ଲିଙ୍କ୍‌ ରହିଛି। କୁଆଲାଲୁମ୍ପୁରର ଉପକଣ୍ଠରେ ଥିବା ମସ୍‌ଜିଦରେ ଫେବୃୟାରୀରେ ଅନୁଷ୍ଠିତ ବାର୍ଷିକ ଧର୍ମସଭାରେ ୧୫,୦୦୦ ଲୋକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri