ଜମିଜମା ବିବାଦ, ମହିଳାଙ୍କୁ ଆକ୍ରମଣ ଅଭିଯୋଗ

ବରୀ,୧ା୧୨(ସ୍ବ.ପ୍ର.)- ବରୀଥାନା ଅଧୀନ କିମ୍ଭୀରିଆପାଳ ପଞ୍ଚାୟତ ମାଳଦା ଗ୍ରାମରେ ରବିବାର ଜିମିଜମା ବିବାଦକୁ ନେଇ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଆକ୍ରମଣ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୭୦/୧୯) ରୁଜୁକରି ଉଭୟ ପକ୍ଷକଙ୍କୁ ଥାନାକୁ ଡାକାଇ ତଦନ୍ତ ଚଳାଇଛି। ଏଥିସହ ଚିକିତ୍ସା ପାଇଁ ଅଭିଯୋଗକାରୀ ଏବଂ ତାଙ୍କ ଝିଅଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।
ପ୍ରକାଶ ଯେ, ଦୀର୍ଘଦିନ ଧରି ଗ୍ରାମର ରେଣୁବାଳା ରାଉତ ଓ ସିନ୍ଧୁ ସାହୁଙ୍କ ପରବାର ମଧ୍ୟରେ ଜମିଜମା ବିବାଦ ଲାଗି ରହିଛି। ରବିବାର ଉଭୟ ପରିବାର ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରେଣୁବାଳାଙ୍କୁ ସିନ୍ଧୁ ଓ ତାଙ୍କ ପୁଅ ଶିବ ମିଶି ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିଲେ। ଏହି ସମୟରେ ରେଣୁବାଳାଙ୍କ ଝିଅ ବିରୋଧ କରିବାରୁ ଶିବ ତାଙ୍କୁ ମଧ୍ୟ ମାଡ଼ମାରିଥିବା ରେଣୁବାଳା ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri