Posted inଜାତୀୟ

ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରୁଛି ପାକିସ୍ତାନ

ଶ୍ରୀନଗର,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରାଉଛି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ଏଡିଜି ମୁନିର ଖାଁ ସୂଚନା ଦେଇଛନ୍ତି। ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିବା ଭିଡ଼ିଓ ୨୦୧୦ ଏବଂ ୨୦୧୬ର ବୋଲି ସେ କହିଛନ୍ତି। ଜମ୍ମୁ-କଶ୍ମୀରର ସାମ୍ପ୍ରତିକ ସ୍ଥିତି ସହିତ ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ। ଲୋକଙ୍କ ମଧ୍ୟରେ ଅଯଥା ଉତ୍ତେଜନା ସୃଷ୍ଟି ପାଇଁ ପାକିସ୍ତାନ ଏଭଳି ଷଡ଼ଯନ୍ତ୍ର ରଚିଥିବା ସେ କହିଛନ୍ତି। ତେବେ ପାକିସ୍ତାନର ଏଭଳି ଷଡ଼ଯନ୍ତ୍ରକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି ମୁନିର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri