Posted inଜାତୀୟ

ଜମ୍ମୁ-କଶ୍ମୀର ସରପଞ୍ଚମାନଙ୍କୁ ଭେଟିଲେ ଉପରାଷ୍ଟ୍ରପତି: ପଞ୍ଚାୟତକୁ ଦିଆଯିବ ଅଧିକ କ୍ଷମତା

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ଏଣିକି ଜମ୍ମୁ-କଶ୍ମୀରର ପଞ୍ଚାୟତଗୁଡ଼ିକୁ ଅଧିକ କ୍ରିୟାଶୀଳ କରାଯିବ। ସେଗୁଡ଼ିକର ବିକାଶ ଓ ଆର୍ଥକ କ୍ଷମତା ବୃଦ୍ଧି କରାଯିବ ବୋଲି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡ଼ୁ କହିଛନ୍ତି। ମଙ୍ଗଳବାର ଜମ୍ମୁ-କଶ୍ମୀରରୁ ଆସିଥିବା ସରପଞ୍ଚ ଓ ପ୍ରତିନିଧୀମାନଙ୍କୁ ଭେଟି ସେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି। ଜମ୍ମୁ-କଶ୍ମୀରବାସୀଙ୍କ ବିକାଶ ପ୍ରତି ଅଧିକ ଧ୍ୟାନ ଦେବା ଲାଗି ସେ ଲୋକପ୍ରତିନିଧୀମାନଙ୍କୁ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ସରକାର ଏଥିଲାଗି ବହୁ ପଦକ୍ଷେପ ଗ୍ରହଣ କରୁଥିବା ସେ ପ୍ରକାଶ କରିଛନ୍ତି। ପଞ୍ଚାୟତିରାଜ ଅନୁଷ୍ଠାନକୁ ଅଧିକ ଆର୍ଥତ୍କ କ୍ଷମତା ପ୍ରଦାନ, ବିଭିନ୍ନ କର ସଂଗ୍ରହ ସହ ପ୍ରାକୃତିକ ସମ୍ପଦର ସୁବିନିଯୋଗ, ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସମ୍ପର୍କରେ ସେ ଆଲୋଚନା କରିଥିଲେ। ୩୭୦ ଧାରା ଉଚ୍ଛେଦ ପରେ ପଞ୍ଚାୟତକୁ ସେଠାରେ ଅଧିକ ୧୦ ଗୁଣ ଆର୍ଥିକ କ୍ଷମତା ପ୍ରଦାନ କରାଯାଇଥିବା ଉପରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri