Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆକ୍ରମଣ ପାଇଁ ପାକିସ୍ତାନର ସହାୟତା ଲୋଡୁଛନ୍ତି ହିଜବୁଲ୍‌ ଆତଙ୍କବାଦୀ ସଲାଉଦ୍ଦିନ୍‌: ଏନ୍‌ଆଇଏ ରିପୋର୍ଟ

ନୂଆଦିଲ୍ଲୀ,୧୬।୧୧: ଜମ୍ମୁ-କଶ୍ମୀରରେ ଆକ୍ରମଣ ପାଇଁ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସୟଦ୍‌ ସଲାଉଦ୍ଦିନ୍‌ ଯୋଜନା କରିଛନ୍ତି। ତେବେ ଏଥି ପାଇଁ ସେ ପାକିସ୍ତାନର ସହାୟତା ଲୋଡିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସଲାଉଦ୍ଦିନ୍‌ଙ୍କର ଏକ ଭିଡ଼ିଓ ଜାରି ହୋଇଛି। ଭିଡ଼ିଓରେ ସେ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିବା ସମ୍ପର୍କରେ କହିଛନ୍ତି। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ ରିପୋର୍ଟ ମଧ୍ୟ ପ୍ରକାଶ ପାଇଛି। କଶ୍ମୀରର ବଡ଼ଗାମ୍‌ ବାସିନ୍ଦା ସଲାଉଦ୍ଦିନ୍‌ ସ୍ଥାନୀୟ ଯୁବକଙ୍କୁ ହିଜ୍‌ବୁଲ୍‌ ସଂଗଠନରେ ସାମିଲ୍‌ କରାଇବା ଲାଗି ଉଦ୍ୟମ କରୁଥିବା ରିପୋର୍ଟରେ ଦର୍ଶାଯାଇଛି। ସୂଚନାଯୋଗ୍ୟ, ସଲାଉଦ୍ଦିନ୍‌ ଏନ୍‌ଆଇଏର ମୋଷ୍ଟ୍‌ ଓ୍ବାଣ୍ଟେଡ୍‌ ତାଲିକାରେ ରହିଛନ୍ତି। ୨୦୧୭ ଜୁନ୍‌ରେ ଆମେରିକା ସଳାଉଦ୍ଦିନ୍‌ଙ୍କୁ ବିଶ୍ୱ ଆତଙ୍କବାଦୀ ଭାବେ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri