Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବାକୁ ଥିବାବେଳେ ଏହାକୁ ନେଇ ଦଙ୍ଗା ହଜାର ହଜାର ସୁରକ୍ଷା ଯବାନଙ୍କୁ ଉପତ୍ୟକାରେ ମୁତୟନ କରାଯାଇଛି। ୫ ତାରିଖରୁ ସବୁଠି ଲାଗିରହିଛି ଅଘୋଷିତ କର୍ଫ୍ୟୁ। ଜମ୍ମୁ-କଶ୍ମୀରରେ ସିଆରପିସି ଧାରା ୧୪୪ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri