Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ ଶିବିର ଉପରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। କୋଡରା ଚକରେ ଥିବା ଟ୍ରାନ୍ସଫରମର ନିକଟରେ ଏମାନେ ଗ୍ରେନେଡ ମାଡ କରିଥିବା ସୂଚନା ମିଳିଛି। ଏହାପରେ ସେମାନେ କାଓ୍ବଡାରା ଅଞ୍ଚଳରେ ମଧ୍ୟ ଆଉ ଏକ ଗ୍ରେନେଡ ଆକ୍ରମଣ କରିଥିବା ଜଣାପଡିଛି। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri