Posted inଜାତୀୟ

ଜମ୍ମୁ-କଶ୍ମୀରରେ ଖରାପ ଫିଲ୍ମ ଦେଖିବା ପାଇଁ ବ୍ୟବହୃତ ହେଉଛି ଇଣ୍ଟରନେଟ୍‌: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୯।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଥିଲା। ଏହା ଦ୍ୱାରା ସ୍ଥାନୀୟ ଅର୍ଥ ବ୍ୟବସ୍ଥା ଉପରେ କୌଣସି ପ୍ରଭାବ ପଡ଼ି ନ ଥିବା ନୀତି ଆୟୋଗ ସଦସ୍ୟ ଭିି.କେ. ସାରସ୍ବତ କହିଛନ୍ତି। ଏଠାରେ ଇଣ୍ଟରନେଟ୍‌ର ବ୍ୟବହାର ଖରାପ ଫିଲ୍ମ ଦେଖିବା ପାଇଁ କରାଯାଉଥିବା ସେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସରକାର ବିରୋଧୀ ପ୍ରଦର୍ଶନ ପୁଣିଥରେ ଆରମ୍ଭ କରିବା ଲାଗି ରାଜନେତା ଏଠାକୁ ଯିବାକୁ ମନ ବଳାଉଥିବା ସେ କହିଛନ୍ତି। ଲୋକଙ୍କ ମଧ୍ୟରେ ସରକାର ବିରୋଧୀ ଚିନ୍ତାଧାରା ସୃଷ୍ଟି ପାଇଁ ରାଜନେତାମାନେ ମୁଖ୍ୟତଃ ସୋସିଆଲ୍‌ ମିଡ଼ିଆର ଉପଯୋଗ କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri