ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ

କୋରୁକୋଣ୍ଡା,୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ କର୍ମଚାରୀ ସଙ୍ଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା ବେଳେ ପ୍ରାର୍ଥୀମାନଙ୍କୁ କର୍ମଚାରୀ ସଙ୍ଘ ସଦସ୍ୟ ଭୋଟ ଦେଇ ଚୟନ ପ୍ରକ୍ରିୟାକୁ ସୁରୁଖୁରୁରେ ଶେଷ କରିଥିଲେ। ସର୍ବାଧିକ ଭୋଟ ପାଇ କାଶୀନାଥ ମଲ୍ଲିକ ସଭାପତି ହୋଇଛନ୍ତି l ସେହିପରି ଉପ ସଭାପତି ଭାବେ ଯୋଶେଫ କୋଷ୍ଟର ଜୋଇଁଟ, ସମ୍ପାଦକ ଏସ୍‌.ପି. ଲେଙ୍କା ଏବଂ ସୁଜିତ ପାତ୍ର ସାଧାରଣ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?