ଜଳବାୟୁ ପରିବର୍ତ୍ତନ:ଛାତ୍ରୀଛାତ୍ର ଭିଡ଼ିଲେ ଅଣ୍ଟା; ସରକାରଙ୍କ ଆଗରେ ରଖିଲେ ଦାବି

ନୂଆଦିଲ୍ଲୀ/ସିଡ୍‌ନୀ,୩୦।୧୧: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିବାକୁ ଯାଉଛି। ଏହି ମର୍ମରେ ସୁଇଡେନ୍‌ର ୧୬ ବର୍ଷ ବୟସ୍କା ଜଳବାୟୁ କର୍ମୀ ଗ୍ରେଟା ଥନବର୍ଗଙ୍କ ଆହ୍ବାନରେ ପୃଥିବୀର ବିଭିନ୍ନ ଅଞ୍ଚଳର ସ୍କୁଲ କଲେଜର ଛାତ୍ରୀଛାତ୍ର ଏକଜୁଟ ହୋଇଛନ୍ତି। ଭାରତର ରାଜଧାନୀ ନୂଆଦିଲ୍ଲୀରେ ପରିବେଶ ମନ୍ତ୍ରଣାଳୟ ସମ୍ମୁଖରେ ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇଛନ୍ତି। ଏକ ପଦଯାତ୍ରାରେ ଛାତ୍ରୀଛାତ୍ରମାନେ ସାମିଲ ହୋଇ ଦିଲ୍ଲୀରେ ଜଳବାୟୁ ଜରୁରୀକାଳୀନ ପରିସ୍ଥିତି ଜାରି କରିବା ଲାଗି ସରକାରଙ୍କ ଆଗରେ ନିଜର ଦାବି ଉପସ୍ଥାପନ କରିଛନ୍ତି। ଜାତିସଂଘ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁସାରେ ପୃଥିବୀର ସର୍ବାଧିକ ପ୍ରଦୂଷିତ ୧୫ ସହର ମଧ୍ୟରେ ଭାରତର ୧୪ ସହର ରହିଥିବା ଛାତ୍ରୀଛାତ୍ରମାନେ କହିଛନ୍ତି। ଏନେଇ ଅଷ୍ଟ୍ରେଲିଆ ରାଜଧାନୀ ସିଡ୍‌ନୀରେ ବହୁ ସଂଖ୍ୟକ ଛାତ୍ରୀଛାତ୍ର ବଡ଼ ଧରଣର ପ୍ରଦର୍ଶନ କରିଛନ୍ତି। ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ବିଭିନ୍ନ ସହରରେ ବହୁ ଛାତ୍ରୀଛାତ୍ର ଏକଜୁଟ ହୋଇଛନ୍ତି। ସେମାନେ ବିଭିନ୍ନ ସ୍ଲୋଗାନ୍‌ ଦେବା ସହିତ ପ୍ଲା କାର୍ଡ ଧରି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri