ଜଳଭଣ୍ଡାର ପାର ହୋଇ ରାଶନ ବାଣ୍ଟିଲା ପ୍ରଶାସନ

ପାତ୍ରପୁର:୧୫ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକର ଦୁର୍ଗମ ଆଙ୍କୁଲି ପଞ୍ଚାୟତର କିଛି ଗ୍ରାମରେ ବ୍ଲକ ପ୍ରଶାସନ ପହଞ୍ଚତ୍ ରାଶନ ସାମଗ୍ରୀ ବଣ୍ଟନ କରିବା ସହ କରୋନା ଭୂତାଣୁରୁ କେମିତି ରକ୍ଷା ପାଇବ ସେନେଇ ସଚେତନ କରିଛି ା ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ, ବିଇଓ କୋରେଶୁ ସେଠୀ, ଯୋଗାଣ ଅଧିକାରୀ ପଦ୍ମେଶ ଶତପଥୀ, ଜିଆର୍‌ଏସ ସୁରେନ୍ଦ୍ର ବେହେରା, ପିଇଓ ମୀନକେତନ ବେହେରା ଅଗ୍ନିଶମ ବାହିନୀ ବୋଟ୍‌ ଯୋଗେ ବାଘଲଟି ଜଳଭଣ୍ଡାରରୁ ବାହାରି ନଅ କିଲୋମିଟର ଜଳଯାତ୍ରା ପରେ ଘାଟ ନିକଟରେ ପହଞ୍ଚତ୍ଥିଲେ। ଏଲଗଲ, ଧାନବାଡ଼, ତିତିରିସିଙ୍ଗି ଗ୍ରାମର ଆଦିବାସୀମାନଙ୍କୁ ଘାଟ ନିକଟକୁ ଡ଼କାଇ ତିନି ମାସର ରାଶନ ସହ କାର୍ଡ଼ଧାରୀଙ୍କୁ ଏକ ହଜାର ଟଙ୍କା, ବୃଦ୍ଧା, ବୃଦ୍ଧ ଓ ବିକଳାଙ୍ଗ ଭତ୍ତା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri