ଜଳଶକ୍ତି ଅଭିଯାନ ଶୁଭାରମ୍ଭ

କେନ୍ଦ୍ରାପଡା ଅଫିସ, ୮।୮: କେନ୍ଦ୍ର ସରକାରଙ୍କ ଜଳଶକ୍ତି ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଏକମାତ୍ର ଜିଲା ଭାବେ କେନ୍ଦ୍ରାପଡ଼ା ସ୍ଥାନ ପାଇଥିବା ବେଳେ ସହରର ଟାଉନହଲଠାରେ ଗୁରୁବାର ଏହି ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମନ୍ତ୍ରୀ ଦାସ ପ୍ରକାଶ କରିଥିଲେ ଯେ, ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଏହି ଅଭିଯାନ ଦ୍ୱାରା ଆଗାମୀ ଜଳସଙ୍କଟ ଦୂର ହୋଇପାରିବ। ଜଳ ସଂରକ୍ଷଣ ଓ ବର୍ଷାଜଳ ଅମଳ, ପାରମ୍ପରିକ ଜଳଉତ୍ସର ପୁନରୁଦ୍ଧାର, ଜଳ ଛାୟା ବିକାଶ, ବ୍ୟାପକ ବନୀକରଣ ଦ୍ୱାରା ସାମ୍ପ୍ରତ୍ତିକ ସମୟର ପାନୀୟ ଜଳ ସମସ୍ୟା ଦୂର ହେବା ସହିତ କେନ୍ଦ୍ରାପଡ଼ା ଜିଲା ଭୂତଳ ଜଳସ୍ତରକୁ ବୃଦ୍ଧି କରିହେବ ବୋଲି ମନ୍ତ୍ରୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri