ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା

ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ, କ୍ଷୁଦ୍ରଜଳ ସେଚନ ବିଭାଗର ମୁଖ୍ୟଯନ୍ତ୍ରୀ ସରୋଜ ପଟ୍ଟନାୟକ ଏହାର ସମୀକ୍ଷା କରିଥିବା ଶନିବାର ନାକିଚିଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଧାୟକ ସାଏ କହିଛନ୍ତି, କିଶୋରନଗର କୃଷି ପ୍ରଧାନ ଅଞ୍ଚଳ ହୋଇଥିବାବେଳେ ଦୀର୍ଘଦିନ ହେବ ଜଳସେଚନ ସମସ୍ୟା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି କିଶୋରନଗରରେ ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ଦ୍ୱାରା ବାମୁର, ଧଉରାପାଲି, ଜଏରାଟ ୩ଟି ପଞ୍ଚାୟତର ୧୦୧୨ ହେକ୍ଟର ଜମିକୁ ପାଣି ମାଡ଼ିବ।
ସେହିପରି ଜଏଗଡ଼ ପ୍ରକଳ୍ପ ଉନ୍ନତୀକରଣ ହେଲେ ନାକିଚି ଓ


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri