ଜଳିଗଲା ଡିଜେଲ ଟ୍ୟାଙ୍କର: ଡ୍ରାଇଭର, ହେଲ୍‌ପର ଗୁରୁତର

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ୧୬ ନଂ ଜାତୀୟ ରାଜପଥର ଟାଙ୍ଗୀ ବାଇପାସ ପଥରବନ୍ଧ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଏକ ଡିଜେଲ ଟ୍ୟାଙ୍କର ଜଳିଯାଇଛି। ଏଥିରେ ଟ୍ୟାଙ୍କର ଚାଳକ ଓ ହେଲ୍‌ପର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱରର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ସୂଚନାନୁଯାୟୀ, ପାରାଦୀପରୁ ଡିଜେଲ ନେଇ ଏକ ଟ୍ୟାଙ୍କର(ନଂ-ଓଆର୍‌୦୫ଏଏ୭୨୩୧)ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଉକ୍ତ ସ୍ଥାନରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ଟ୍ୟାଙ୍କର ସମ୍ମୁଖ ଭାଗରେ ଥିବା ଚାମ୍ବରରୁ ତେଲ ଲିକ୍‌ ହୋଇ ଏଥିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବାର କିଛି ସମୟ ପରେ ରାସ୍ତାରେ ଯାଉଥିବା ଲୋକେ ଟ୍ୟାଙ୍କର ଚାଳକ ଓ ହେଲ୍‌ପରଙ୍କୁ ଉଦ୍ଧାର କରିଥିଲେ। ଖବର ପାଇ ଟାଙ୍ଗୀ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri