ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସହରରେ ଝାଞ୍ଜି ବହୁଥିବାରୁ ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ଅନ୍ୟପକ୍ଷରେ ସମସ୍ତ ପ୍ରକାର ଜରୁରୀକାଳୀନ ପରିସ୍ଥିତିକୁ ସମ୍ମୁଖୀନ ହେବା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ହୋଇ ରହିଛି ବୋଲି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ପ୍ରକାଶ କରିଛନ୍ତି। ଆଗାମୀ ଦିନରେ ତାପମାତ୍ରା ଆହୁରି ବୃଦ୍ଧି ପାଇବାର ଆଶଙ୍କା ଥିବାରୁ ପ୍ରଶାସନ ଏଥିପ୍ରତି ସଜାଗ ହୋଇ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri