ଜଳେଶ୍ୱର, ୧୭ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଜଳେଶ୍ୱର ଉପକାରାଗାରରୁ ଶନିବାର ଅପରାହ୍ନ ୨ଟା ବେଳେ ଏକ ବିଚାରାଧୀନ ବନ୍ଦୀ ଚମ୍ପଟ ମାରିଥିବା ଚର୍ଚ୍ଚା ହେଉଛି। ସେ ଏକ ଲାପଟପ୍ ଚୋରି ମାମଲା (ନଂ. ୧୬୩/୨୦)ରେ ୨ଦିନ ତଳେ କାରାଗାରକୁ ଆସିଥିଲେ । ତାଙ୍କ ନାମ ପ୍ରିୟବ୍ରତ ମହାପାତ୍ର, ଘର ଜଳେଶ୍ୱର ବ୍ଲକର ନାମ୍ପୋ ଗ୍ରାମରେ। ଏ ସମ୍ପର୍କରେ ସବ୍ଜେଲ କର୍ତ୍ତୃପକ୍ଷ କହିଛନ୍ତି ଯେ, ସେ ଦୁଇଦିନ ପୂର୍ବେ ଜେଲ୍କୁ ଆସିଥିଲେ। ଆସିବା ସମୟରେ ନିଶାସେବନ କରିଥିଲେ। ତେବେ ଜେଲ ଭିତରେ କେଉଁଠି ଲୁଚି ଥାଇପାରନ୍ତି କି ଫେରାର ହୋଇଯାଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ବିଭିନ୍ନ ସ୍ଥାନରେ ଖୋଜାଖୋଜି ଚାଲିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…
ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…
ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…
ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…
ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…
କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ
ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…
ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା
ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…
ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା
ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…
କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…
ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…
ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…
ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…
Archives

