ଜଷ୍ଟିସ ଅରିଜିତ ପଶାୟତ ପାଇବେ ଭୂମି ଗୌରବ ସମ୍ମାନ

କଟକ ଅଫିସ, ୧୧।୮: ଆସନ୍ତା ୧୭ରେ କଟକ ସାରଳା ଭବନଠାରେ ବିଶିଷ୍ଟ ଆଇନଜ୍ଞ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅରିଜିତ ପଶାୟତଙ୍କୁ ଭୂମି ଗୌରବ ସମ୍ମାନରେ ସମ୍ମାନିତ କରାଯିବ। ସାରଳା ସାହିତ୍ୟ ସଂସଦ ଏବଂ ଚେଳିତୋଳ କଲଚରାଲ ଏକାଡମୀ ପକ୍ଷରୁ ଜଷ୍ଟିସ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ଓ ସିଦ୍ଧିର ସ୍ବୀକୃତି ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ ବୋଲି ସାହିତ୍ୟ ସଂସଦ ପକ୍ଷରୁ କୁହାଯାଇଛି। ଜଷ୍ଟିସ ପଶାୟତ ହାଇକୋର୍ଟର କାର୍ଯ୍ୟନିର୍ବାହୀ ମୁଖ୍ୟବିଚାରପତି ଓ ମୁଖ୍ୟ ବିଚାରପତି, କେରଳ ଓ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି, ସୁପ୍ରିମକୋର୍ଟର ବିଚାରପତି ଭାବେ ବହୁ ଐତିହାସିକ ରାୟ ଦେଇଛନ୍ତି। ୧୯୪୪ ମେ ୧୦ରେ ଜଗତ୍‌ସିଂହପୁର ଜିଲାର ରାଣୀପଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri