ଜଷ୍ଟିସ୍‌ ବି.ପି. ଦାସ ଓଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ଗୁରୁବାର ଜଷ୍ଟିସ ବିମଳ ପ୍ରସାଦ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ସେ ପୁରୀ ଶ୍ରୀମନ୍ଦିର ସଂସ୍କାର କମିଶନର ଜଣିକିଆ ଅଧ୍ୟକ୍ଷ ଥିଲେ। ଦାସଙ୍କ ସୁପାରିସ ଅନୁଯାୟୀ, ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ନିମନ୍ତେ ସରକାର ମନ୍ଦିର ଚତୁଃପାର୍ଶ୍ୱରୁ ନିର୍ମାଣ ଉଚ୍ଛେଦ କରିବା କାମ ଆରମ୍ଭ କରିଛନ୍ତି। ତେବେ ସୋମବାର ସନ୍ଧ୍ୟାରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଓ ସଦସ୍ୟ ପଦ ପାଇଁ ଚୟନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri