ଜହ୍ନାପଙ୍କ ଛକରେ ବସିଲା ମଙ୍ଗଳବାର ବଜାର

ଜହ୍ନାପଙ୍କ, ୨୫।୩ (ଡି.ଏନ.ଏ): କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରଠାରେ ମଙ୍ଗଳବାର ବସୁଥିବା ସାପ୍ତାହିକ ହାଟ ଜହ୍ନାପଙ୍କ ଛକଠାରେ ବସିଥିବା ଦେଖିବାକୁ ମିଳିଥିଲା । ଏ ନେଇ ପ୍ରଶାସନର ଥିବା ନିର୍ଦ୍ଦେଶକୁ ବ୍ୟବସାୟୀମାନେ ମାନିଥିଲେ । ବ୍ୟବସାୟୀମାନେ ପସରାକୁ ପସରା ୧ ମିଟର ଦୂରତ୍ୱରେ ବସିଥିବା ଦେଖିବାକୁ ମିଳିଥିଲା । ମୁଖ୍ୟ ଛକର ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟବସାୟୀ ବସିଥିବା ଯୋଗୁ ଗହଳି ଜଣାପଡିଥିଲା । ଏହି ହାଟ ଏକ ବଡ ପନିପରିବା ବଜାର ହୋଇଥିବାରୁ ଅଞ୍ଚଳର ୪ଟି ପଞ୍ଚାୟତର ଖାଉଟିମାନେ ସପ୍ତାହକ ଚଳିବା ପାଇଁ ପନିପରିବା କିଣିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri