ଜାକ୍‌ଲିନଙ୍କ ସହ ସଲମାନଙ୍କ ନୂଆ ଭିଡିଓ ରିଲିଜ

ମୁମ୍ବାଇ: କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ବଲିଉଡ ଅଭିନେତ୍ରୀ, ଅଭିନେତା ସମସ୍ତେ ଘରେ ଏକ ପ୍ରକାର ବନ୍ଦ ହୋଇ ରହିଛନ୍ତି। ମାତ୍ର ଏହା କଳାକାରଙ୍କ ସୃଜନଶୀଳତାକୁ ଅଟକାଇପାରି ନାହିଁ। ନିକଟରେ ଅଭିନେତା ସଲମାନ ଖାନ ‘ପ୍ୟାର କରୋନା’ ଶୀର୍ଷକ ଏକ ଗୀତ ପ୍ରସ୍ତୁତ କରିଥିବା ବେଳେ ଏବେ ଆଉ ଏକ ଗୀତର ଭିଡିଓ ରିଲିଜ କରିଛନ୍ତି। ଗୀତଟି ହେଲା ‘ତେରେ ବିନା ’। ଏହି ଗୀତଟି ସଲମାନଙ୍କ ପାନଭେଲସ୍ଥିତ ଫାର୍ମହାଉସ୍‌ରେ ସୁଟ୍‌ ହୋଇଛି। ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ଙ୍କ ସହ ସେ ଏହି ଗୀତରେ ଅଭିନୟ କରିଛନ୍ତି। ତେବେ ସଲମାନ ନିଜ ଇନ୍‌ଷ୍ଟାଗ୍ରାମରେ ଏହି ଭିଡିଓଟିକୁ ଶେୟାର କରିଛନ୍ତି। ସଲମାନ ଆଉ ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆଉ ବସିପାରିବି ନାହିଁ। ପ୍ରଥମ ଥର ପାଇଁ କାମ ଛାଡ଼ି ମୁଁ ଏତେଦିନ ଖାଲି ବସିଛି। ଦର୍ଶକଙ୍କ ମନୋରଞ୍ଜନ କରିବାକୁ ମୁଁ ମୋର ଉଦ୍ୟମ ଜାରି ରଖିଛି। ଇନ୍‌ଷ୍ଟାରେ ଭିଡିଓଟି ଭାଇରାଲ ହେବାରେ ଲାଗିଛି। ଦର୍ଶକମାନେ ଏହି ଗୀତକୁ ମଧ୍ୟ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri