Posted inଫୁରସତ

ଜାଣନ୍ତି ଫାଶୀରେ ବ୍ୟବହୃତ ଦଉଡ଼ି ପରେ କ’ଣ ହୋଇଥାଏ

ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁଯାୟୀ ଜଘନ୍ୟ ଅପରାଧୀଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥାଏ। ମାତ୍ର ଫାଶୀ ପରେ ଏହି ଦଉଡ଼ି କେଉଁ କାମରେ ବ୍ୟବହାର କରାଯାଇଥାଏ ହୁଏତ ଅଧିକାଂଶ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ…

ଏହି ଦଉଡ଼ିକୁ ନେଇ ଅନେକ ଅନ୍ଧବିଶ୍ୱାସ ରହିଛି। ଯଦି ବ୍ରିଟେନ୍‌ କଥା କହିବା ତେବେ ଏଠାରେ ଦୋଷୀଙ୍କୁ ଫାଶୀ ଦିଆଯିବା ପରେ ଉକ୍ତ ଦଉଡ଼ିକୁ ଜହ୍ଲାଦ (ଫାଶୀ ଦେଉଥିବା ବ୍ୟକ୍ତି)ଙ୍କୁ ଦିଆଯାଇଥାଏ। କିଛି ଲୋକ ସୁଖସମୃଦ୍ଧି ବୃଦ୍ଧି ପାଇଁ ଦଉଡ଼ିର ଛୋଟଖଣ୍ଡକୁ ନେଇ ଘରେ ରଖିଥାନ୍ତି। ଭାଗ୍ୟ ଅନୁକୂଳ ପାଇଁ କିଛି ଲୋକ ଏହାକୁ ଲକେଟ୍‌ କରି ମଧ୍ୟ ପିନ୍ଧିଥାନ୍ତି। ଇତିହାସରେ ଉଲ୍ଲେଖ ଅଛି, ବ୍ରିଟେନ୍‌ର ଜହ୍ଲାଦ ଏହି ଦଉଡ଼ିକୁ ନେଇଥାନ୍ତି। ତେବେ ୧୯୬୫ରୁ ବ୍ରିଟେନ୍‌ରେ ଫାଶୀଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି। ଆଉ କିଛି ଦେଶରେ ଏହି ଦଉଡ଼ିକୁ ଛୋଟଖଣ୍ଡ କରାଯାଇ କାରାଗାରର ଓ୍ବାର୍ଡରମାନଙ୍କୁ ଦିଆଯାଇଥାଏ।


ସେହିପରି ଭାରତରେ ମଧ୍ୟ ଫାଶୀ ଦଉଡ଼ିକୁ ଜହ୍ଲାଦଙ୍କୁ ଦିଆଯାଇଥାଏ। ୨୦୦୪ରେ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ନଟ ମଲ୍ଲିକ ବଳାତ୍କାର ଏବଂ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ଧନଞ୍ଜୟ ଚାଟାର୍ଜୀଙ୍କୁ ଫାଶୀଖୁଣ୍ଡରେ ଝୁଲାଇଥିଲେ। ସେତେବେଳେ ଚାକିରି ଆଶାୟୀ, କ୍ଷତିଗ୍ରସ୍ତ ବ୍ୟବସାୟୀମାନେ ମଧ୍ୟ ଏହି ଦଉଡ଼ି ଖଣ୍ଡକୁ ନେବା ପାଇଁ ନଟଙ୍କ ଘର ସମ୍ମୁଖରେ ଭିଡ଼ ଜମାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri